Libros importados con hasta 50% OFF + Envío Gratis a todo USA  Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Ishwaranka Hasa (en Oriya)
Formato
Libro Físico
Idioma
Oriya
N° páginas
152
Encuadernación
Tapa Blanda
Dimensiones
21.6 x 14.0 x 0.9 cm
Peso
0.20 kg.
ISBN13
9781645604570

Ishwaranka Hasa (en Oriya)

Bigyani Das (Autor) · Black Eagle Books · Tapa Blanda

Ishwaranka Hasa (en Oriya) - Das, Bigyani

Libro Físico

$ 12.63

$ 15.00

Ahorras: $ 2.37

16% descuento
  • Estado: Nuevo
Se enviará desde nuestra bodega entre el Lunes 10 de Junio y el Martes 11 de Junio.
Lo recibirás en cualquier lugar de Estados Unidos entre 1 y 3 días hábiles luego del envío.

Reseña del libro "Ishwaranka Hasa (en Oriya)"

ଈଶ୍ୱରଙ୍କ ବିଷୟରେ କିଛି ନଜାଣି ଆମେ ସବୁ ଈଶ୍ୱରଙ୍କୁ ମାନିନେଇଥିଲୁ ଓ ଏବେ ମଧ୍ୟ ସେ ମାନିବା ମନ ଓ ହୃଦୟ ମଧ୍ୟରେ ଜଡିତ ହୋଇ ରହିଯାଇଛି । ପିଲାଟିବେଳୁ ଆମମାନଙ୍କ ମନରେ ଈଶ୍ୱରବିଶ୍ୱାସ ଭରିଦିଆଯାଇଥିଲା । ସେ ନେଇ ପ୍ରତିଦିନର ଅନେକ ବିଧି, ନିୟମ, ଆମେମାନେ ବିନା ପ୍ରଶ୍ନରେ ପାଳନ କରିଆସୁଥିଲୁ, କେବଳ ଈଶ୍ୱରଙ୍କୁ ଖୁସି କରାଇବା ପାଇଁ । ତାହେଲେ ଈଶ୍ୱର ଆମମାନଙ୍କ ଉପରେ ସନ୍ତୁଷ୍ଟ ହେବେ, ଆଶୀର୍ବାଦ କରିବେ, ଜୀବନରୁ ବାଧାବିଘ୍ନ ଦୂରୀଭୂତ କରିବେ ଓ ଜୀବନକୁ ସୁଖ, ଶାନ୍ତିରେ ଭରିଦେବେ । କିନ୍ତୁ ଯେତେ ପାଳିଲେ ବି ସେମିତି କଣ ହେଉଥିଲା ? ସେମିତି ହେଉଥିଲେ, ବନ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ସବୁ ଗ୍ରାମ୍ୟ ଜୀବନକୁ ହତାଶାରେ ଭରିଦେଉନଥାନ୍ତା । ହଇଜା, ବସନ୍ତ, କାଛୁ, କୁଣ୍ଡିଆ ରୋଗ କାହାକୁ ହେଉନଥାନ୍ତା କି କେଉଁ ଶିଶୁ ସାମାନ୍ୟ ଝାଡାବାନ୍ତିରେ ଶେଷନିଶ୍ୱାସ ତ୍ୟାଗ କରୁନଥାନ୍ତା । କାହାର ଏକମାତ୍ର ସନ୍ତାନ ସରୀସୃପର ବିଷ ପ୍ରଭାବରେ ମୃତ୍ୟୁ ବରଣ କରୁନଥାନ୍ତା । କେଉଁ ଯୁବତୀ ଯୁବାବସ୍ଥାରେ ବୈଧବ୍ୟ ଦୁଃଖ ଭୋଗୁନଥାନ୍ତା । ଏସବୁରୁ ମନେହୁଏ, ଈଶ୍ୱରଙ୍କର ନିଜସ୍ୱ ମନ ଅଛି, ବିବେଚନା ଅଛି, ଚିନ୍ତା ଅଛି । କାହାକୁ କେତେବେଳେ କେମିତି ଭାବେ କେଉଁ ଭୂମିକାରେ ମଞ୍ଚାସୀନ କରେଇବେ, ସେ ଯୋଜନା ତାଙ୍କର । ସେଥିପାଇଁ ଜୀବନରେ ଏମିତି କିଛି ସବୁ ଘଟିଯାଏ, ଯାହା ଅବିଶ୍ୱାସନୀୟ । ସବୁ ଯୁକ୍ତି ଥାଇ ବି ଏମିତି ଅଯୈାକ୍ତିକ ଘଟଣ&#

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes