Libros importados con hasta 50% OFF + Envío Gratis a todo USA  Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Jharka Bahare Bharata (en Oriya)
Formato
Libro Físico
Idioma
Oriya
N° páginas
120
Encuadernación
Tapa Blanda
Dimensiones
21.6 x 14.0 x 0.7 cm
Peso
0.16 kg.
ISBN13
9781645602491
Categorías

Jharka Bahare Bharata (en Oriya)

Shashadhar Das (Autor) · Black Eagle Books · Tapa Blanda

Jharka Bahare Bharata (en Oriya) - Das, Shashadhar

Libro Físico

$ 10.11

$ 12.00

Ahorras: $ 1.89

16% descuento
  • Estado: Nuevo
Se enviará desde nuestra bodega entre el Lunes 17 de Junio y el Martes 18 de Junio.
Lo recibirás en cualquier lugar de Estados Unidos entre 1 y 3 días hábiles luego del envío.

Reseña del libro "Jharka Bahare Bharata (en Oriya)"

ଭାରତର ବିବିଧ ଛବିରେ ଛବିଳ 'ଝର୍କା ବାହାରେ ଭାରତ' କବି ଶଶଧର ଦାସଙ୍କର ଏକ ସଦ୍ୟତମ ଶବ୍ଦ ଶତଦଳ । ତହିଁ ଅଙ୍କିତ ଜୀବନ ଚିତ୍ର ଛାୟାଛନ୍ନ ଜହ୍ନରାତି ପରି ମନୋଜ୍ଞ ଅଥଚ ରହସ୍ୟମୟ । ଭାବର ସାନ୍ଧ୍ରତାରେ ଯେମିତି ନିବିଡ଼ ତାଙ୍କର ପ୍ରତିଟି କବିତା, ସେମିତି ପ୍ରତି ଶବ୍ଦ ସିକ୍ତ ଲଳିତ ଲାବଣ୍ୟରେ ।ସମକାଳ ବୈପରୀତ୍ୟର ଏକ ଦୁର୍ବୋଧ୍ୟ ଛନ୍ଦ । କେତେ ଭିନ୍ନ ସତେ ଏଠି ପ୍ରତୀୟମାନ ପୃଥିବୀଠାରୁ ବାସ୍ତବ ଜୀବନ! ଏଠି ମୂଲ୍ୟ ଓ ମୂଲ୍ୟବୋଧ ଭିତରେ ସଂଘର୍ଷ ଓ ବସ୍ତୁବାଦୀ ବେଗଦ୍ୱାରା ଆତ୍ମିକ ଆବେଗ କ୍ଷତାକ୍ତ । ଲାଭ, ଲୋଭ ଓ ଲାଳସାର ଅର୍ଗଳିରେ ମ୍ରିୟମାଣ କବି ସତ୍ତା । କବିଙ୍କ ଲେଖନୀରେ ତେଣୁ ସ୍ୟାହି ନୁହେଁ, ରକ୍ତସ୍ରାବର ସଂକେତ । ତଥାପି ରକ୍ତକୁ ରକ୍ତ ପଳାସରେ ରୂପାନ୍ତରିତ କରିବାକୁ ଯେମିତି କବି ଶଶଧର ଦାସ ପ୍ରତିବଦ୍ଧ । ଆଉ କ'ଣ ଆଜିକାଲି ସକାଳ ଓହ୍ଲାଉଛି ଚା' କପ୍], କାଗଜ ଗନ୍ଧରେ? ନା । ଖବରକାଗଜ ପୃଷ୍ଠାରେ ବାରୁଦର ଗନ୍ଧ ତ ଆତଙ୍କ ଅପମୃତ୍ୟୁ, ଦୁଷ୍କର୍ମ ଓ ଦୁରାଚାରରେ ପ୍ରତିଟି ସକାଳ ବିବର୍ଣ୍ଣ । ଭୋଅଟରୁ ଭୋଅଟ ପର୍ଯ୍ୟନ୍ତ ଗାଁ ଫାଟି ଆଁ କରିଛି । ଗାଁ ଦାଣ୍ଡରେ ପୁଣି ସହରର ବାସ୍ନା । ଜହ୍ନିଫୁଲ, ଜହ୍ନରାତି, ଧୂଆଁ, ଧୂଳି ଓ ଧୂମାଳ - ସବୁ ଅବା ଅତୀତର ଗୋଟେ ଛିନ୍ନପୃଷ୍ଠା । କବି ତେଣୁ ଅତୀତ ଆମୁଖତା ବା ନୋଷ୍ଟାଲ୍]ଜିଆରେ ବିଭୋର ସାମାଜିକ ଅଧୋଗତିରେ ବିବ୍ରତ ପୁଣି ଛଦ୍ମ ଗଣତନ୍ତ୍ର ପ୍ରତି ବିମୁଖ । ଏମନ୍ତ ଚିତ୍ର ଓ ଚିତ୍ରକଳ୍ପରେ ବିଚତ୍

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes